ମାଥିଉ 5:12 - ପବିତ୍ର ବାଇବଲ12 ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କର ପୂର୍ବବର୍ତ୍ତୀ ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ। Viz kapitolaଓଡିଆ ବାଇବେଲ12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)12 ତୁମେ ନିଜକୁ ଧନ୍ୟ ବୋଲି ମନେକର। ଆନନ୍ଦିତ ହୋଇ ଉଲ୍ଲାସ କର, କାରଣ ସ୍ୱର୍ଗରେ ତୁମ ପାଇଁ ମହା ପୁରସ୍କାର ରଖାଯାଇଛି। ମନେରଖ, ତୁମ ପୂର୍ବରୁ ଭାବବାଦୀମାନେ ମଧ୍ୟ ଏହିପରି ନିର୍ଯ୍ୟାତିତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ। Viz kapitola |