ମାଥିଉ 5:13 - ପବିତ୍ର ବାଇବଲ13 “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ଲବଣତ୍ଵଯୁକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ। Viz kapitolaଓଡିଆ ବାଇବେଲ13 ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)13 “ତୁମ୍ଭେମାନେ ସମସ୍ତ ମାନବ ଜାତିର ଲବଣ ସ୍ୱରୂପ। କିନ୍ତୁ ଲବଣ ଯଦି ଲବଣତ୍ୱ ହରାଏ, ତେବେ ତାକୁ ଆଉ ଲବଣାକ୍ତ କରି ହେବ ନାହିଁ। ସେତେବେଳେ ତାହା ସମ୍ପୂର୍ଣ୍ଣ ଅଦରକାରୀ ହୋଇ ବାହାରେ ଫିଙ୍ଗି ଦିଆଯାଏ। ଲୋକେ ତାକୁ ମାଡ଼ି ଚାଲିଯାଆନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ। Viz kapitola |