Online Bible

- Reklamy -




ମାଥିଉ 5:15 - ପବିତ୍ର ବାଇବଲ

15 ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକଙ୍କୁ ଆଲୋକ ଦିଏ।

Viz kapitola kopírovat

ଓଡିଆ ବାଇବେଲ

15 କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଦୀପଟିଏ ଜାଳି କେହି ପାତ୍ର ତଳେ ଢ଼ାଙ୍କି ରଖେ ନାହିଁ। - ତାକୁ ଦୀପରୁଖା ଉପରେ ରଖେ ଏବଂ ତାହା ଘରେ ଥିବା ସମସ୍ତଙ୍କୁ ଆଲୋକ ଦିଏ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।

Viz kapitola kopírovat




ମାଥିଉ 5:15

Následuj nás:

Reklamy


Reklamy