Online Bible

- Reklamy -




ମାଥିଉ 5:17 - ପବିତ୍ର ବାଇବଲ

17 “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।

Viz kapitola kopírovat

ଓଡିଆ ବାଇବେଲ

17 ମୁଁ ଯେ ମୋଶାଙ୍କ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 “ଭାବନାହିଁ ଯେ ମୁଁ ମୋଶାଙ୍କ ପ୍ରଦତ୍ତ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଶିକ୍ଷା ସବୁ ଲୋପ କରି ଦେବାକୁ ଆସିଛି। ସେଗୁଡ଼ିକ ଲୋପ କରିବାକୁ ନୁହେଁ, ବରଂ ବାସ୍ତବରେ ପରିଣତ କରିବାକୁ ମୁଁ ଆସିଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।

Viz kapitola kopírovat




ମାଥିଉ 5:17

Následuj nás:

Reklamy


Reklamy