ମାଥିଉ 5:18 - ପବିତ୍ର ବାଇବଲ18 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ତଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitolaଓଡିଆ ବାଇବେଲ18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)18 ମନେରଖ, ସ୍ୱର୍ଗ ଓ ପୃଥିବୀର ଅସ୍ତିତ୍ୱ ଥିବାଯାଏ ଧର୍ମଶାସ୍ତ୍ର ବ୍ୟବସ୍ଥାର ଗୋଟିଏ ବିନ୍ଦୁ ବା ବିସର୍ଗ ଲୋପ ପାଇବ ନାହିଁ। ସମସ୍ତ ବିଷୟର ଅବସାନ ପର୍ଯ୍ୟନ୍ତ ଏହା ଘଟିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitola |