Online Bible

- Reklamy -




ମାଥିଉ 5:20 - ପବିତ୍ର ବାଇବଲ

20 ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୁଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ବେଶୀ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଅତଏବ ମୁଁ କହିରଖୁଛି, ଧର୍ମଗୁରୁ ଓ ଫାରୁଶୀମାନଙ୍କଠାରୁ ଅଧିକ ବିଶ୍ୱସ୍ତଭାବେ ଈଶ୍ୱରଙ୍କ ଇଚ୍ଛାନୁରୂପେ କାର୍ଯ୍ୟ କଲେ ଯାଇ ତୁମ୍ଭେମାନେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।

Viz kapitola kopírovat




ମାଥିଉ 5:20

Následuj nás:

Reklamy


Reklamy