Online Bible

- Reklamy -




ମାଥିଉ 5:23 - ପବିତ୍ର ବାଇବଲ

23 “ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଅତଏବ, ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,

Viz kapitola kopírovat

ଓଡିଆ ବାଇବେଲ

23 ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ତେଣୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରିବାକୁ ଯିବାବେଳେ ଯଦି ତୁମର ମନରେ କିଛି ଅଶାନ୍ତି ଅଛି,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,

Viz kapitola kopírovat




ମାଥିଉ 5:23

Následuj nás:

Reklamy


Reklamy