Online Bible

- Reklamy -




ମାଥିଉ 5:26 - ପବିତ୍ର ବାଇବଲ

26 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

26 ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 “ତୁମ ଉପରେ ଧାର୍ଯ୍ୟ କରାଯାଉଥିବା ଜୋରିମାନାର ପଇସାଟିଏ ସୁଦ୍ଧା ପରିଶୋଧ ନ ହେବାଯାଏ ତୁମେ ସେଠାରୁ ଖଲାସ ହୋଇ ପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।

Viz kapitola kopírovat




ମାଥିଉ 5:26

Následuj nás:

Reklamy


Reklamy