Online Bible

- Reklamy -




ମାଥିଉ 5:30 - ପବିତ୍ର ବାଇବଲ

30 ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗିଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।

Viz kapitola kopírovat

ଓଡିଆ ବାଇବେଲ

30 ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ଯଦି ତୁମର ଦକ୍ଷିଣ ହସ୍ତ ତୁମକୁ ପାପ କର୍ମ କରାଉଥାଏ, ତାକୁ ମଧ୍ୟ କାଟି ଫୋପାଡ଼ି ଦିଅ। ତୁମର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବାଠାରୁ ଗୋଟିଏ ଅବୟବ ହରାଇବା ବରଂ ଭଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।

Viz kapitola kopírovat




ମାଥିଉ 5:30

Následuj nás:

Reklamy


Reklamy