ମାଥିଉ 5:31 - ପବିତ୍ର ବାଇବଲ31 “ଏ କଥା ମଧ୍ୟ କୁହାଯାଇଛି ଯେ, ‘ଯେଉଁ ଲୋକ ତା'ର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତା’ ପତ୍ନୀକୁ ଛାଡ଼ପତ୍ର ପାଇଁ ଲିଖିତ ରୂପରେ ଗୋଟିଏ ସୂଚନା ଦେବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆହୁରି ଉକ୍ତ ଅଛି, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରେ, ସେ ତାହାକୁ ତ୍ୟାଗପତ୍ର ଦେଉ। Viz kapitolaଓଡିଆ ବାଇବେଲ31 ଆହୁରି ଉକ୍ତ ଅଛି, ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ । Viz kapitolaପବିତ୍ର ବାଇବଲ (CL) NT (BSI)31 “‘ଯଦି କେହି ନିଜ ସ୍ତ୍ରୀକୁ ପରିତ୍ୟାଗ କରିବାକୁ ଚାହେଁ, ସେ ତାକୁ ଲିଖିତ ଆକାରରେ ଗୋଟିଏ ଛାଡ଼ପତ୍ର ଦେଉ’ ଏ ଶିକ୍ଷା ତୁମ୍ଭେମାନେ ଆଗରୁ ପାଇଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆହୁରି ଉକ୍ତ ଅଛି, ‘ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ।’ Viz kapitola |