ମାଥିଉ 5:34 - ପବିତ୍ର ବାଇବଲ34 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କର ନାହିଁ। ସ୍ୱର୍ଗର ନାମରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ୱରଙ୍କ ସିଂହାସନ। Viz kapitolaପବିତ୍ର ବାଇବଲ (Re-edited) - (BSI)34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ଵର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ଵରଙ୍କ ସିଂହାସନ; Viz kapitolaଓଡିଆ ବାଇବେଲ34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ; Viz kapitolaପବିତ୍ର ବାଇବଲ (CL) NT (BSI)34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି, ପ୍ରତିଜ୍ଞା କରିବାବେଳେ ରାଣ ନିୟମ ପକାଅ ନାହିଁ। ସ୍ୱର୍ଗ ନାମରେ ରାଣ ପକାଅ ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ; Viz kapitola |