ମାଥିଉ 5:38 - ପବିତ୍ର ବାଇବଲ38 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି, ‘ଆଖି ବଦଳରେ ଆଖି ଓ ଦାନ୍ତ ବଦଳରେ ଦାନ୍ତ।’ Viz kapitolaପବିତ୍ର ବାଇବଲ (Re-edited) - (BSI)38 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ; Viz kapitolaଓଡିଆ ବାଇବେଲ38 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ; Viz kapitolaପବିତ୍ର ବାଇବଲ (CL) NT (BSI)38 “‘ଚକ୍ଷୁ ବଦଳରେ ଚକ୍ଷୁ, ଦାନ୍ତ ବଦଳରେ ଦାନ୍ତ।’ ଏହି ପ୍ରତିହିଂସା ନୀତି ତୁମ୍ଭେମାନେ ଶୁଣିଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’ Viz kapitola |