ମାଥିଉ 5:4 - ପବିତ୍ର ବାଇବଲ4 ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ଵନା ପ୍ରାପ୍ତ ହେବେ। Viz kapitolaଓଡିଆ ବାଇବେଲ4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)4 ଶୋକସନ୍ତପ୍ତ ଲୋକେ ଧନ୍ୟ, କାରଣ ଈଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ। Viz kapitola |