Online Bible

- Reklamy -




ମାଥିଉ 5:43 - ପବିତ୍ର ବାଇବଲ

43 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ତୁମ୍ଭର ପ୍ରତିବାସୀକି ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।

Viz kapitola kopírovat

ଓଡିଆ ବାଇବେଲ

43 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

43 “‘ବନ୍ଧୁମାନଙ୍କୁ ପ୍ରେମ କର, ଶତ୍ରୁମାନଙ୍କୁ ଘୃଣା କର।’ ଏହି ଶିକ୍ଷା ପୂର୍ବରୁ ଶୁଣିଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’

Viz kapitola kopírovat




ମାଥିଉ 5:43

Následuj nás:

Reklamy


Reklamy