ମାଥିଉ 5:44 - ପବିତ୍ର ବାଇବଲ44 କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର। Viz kapitolaପବିତ୍ର ବାଇବଲ (Re-edited) - (BSI)44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁ-ମାନଙ୍କୁ ପ୍ରେମ କର, ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର, Viz kapitolaଓଡିଆ ବାଇବେଲ44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର, Viz kapitolaପବିତ୍ର ବାଇବଲ (CL) NT (BSI)44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି, ଶତ୍ରୁକୁ ପ୍ରେମ କର। ଯେଉଁମାନେ ତୁମକୁ ଉତ୍ପୀଡ଼ନ କରନ୍ତି, ସେମାନଙ୍କ ମଙ୍ଗଳ ପାଇଁ ପ୍ରାର୍ଥନା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର, Viz kapitola |