ମାଥିଉ 5:46 - ପବିତ୍ର ବାଇବଲ46 ଯେଉଁମାନେ ତୁମ୍ଭକୁ ପ୍ରେମ କରିଛନ୍ତି, ତୁମ୍ଭେ ଯଦି କେବଳ ସେହିମାନଙ୍କୁ ପ୍ରେମ କରିବ ତେବେ ତୁମ୍ଭେମାନେ କୌଣସି ପୁରସ୍କାର ପାଇବ ନାହିଁ? ଏପରିକି କରଆଦାୟକାରୀମାନେ ମଧ୍ୟ ଏହା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଆଉ, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? Viz kapitolaଓଡିଆ ବାଇବେଲ46 ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର ? କରଗ୍ରାହୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)46 କେବଳ ତୁମକୁ ଆଦର କରୁଥିବା ଲୋକଙ୍କୁ ଆଦର କଲେ, ଈଶ୍ୱର କାହିଁକି ତୁମକୁ ପୁରସ୍କାର ଦେବେ? କର ଆଦାୟକାରୀମାନେବିଦେଶୀ ରୋମୀୟ ଶାସକମାନଙ୍କ ପାଇଁ କର ଆଦାୟ କରିବାକୁ ଯେଉଁ ଇହୁଦୀମାନେ ନିଯୁକ୍ତ ହେଉଥିଲେ। ସେମାନେ ନିଷ୍ଠାପର ଇହୁଦୀମାନଙ୍କ ଦ୍ୱାରା ‘ପାପୀ’ ବୋଲି ବିବେଚିତ ହେଉଥିଲେ। ମଧ୍ୟ ତାହା କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? Viz kapitola |