ମାଥିଉ 5:47 - ପବିତ୍ର ବାଇବଲ47 ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି? Viz kapitolaପବିତ୍ର ବାଇବଲ (Re-edited) - (BSI)47 ଆଉ, ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ବିଜାତୀୟମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? Viz kapitolaଓଡିଆ ବାଇବେଲ47 ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର ? ଅଣଯିହୂଦୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)47 “ଯଦି କେବଳ ତୁମ ବନ୍ଧୁମାନଙ୍କୁ ଅଭିବାଦନ କର, ତେବେ ତୁମେ କି ଅସାଧାରଣ କାର୍ଯ୍ୟ କରୁଛ? ଅଣବିଶ୍ୱାସୀମାନେ ମଧ୍ୟ ତାହା କରିଥାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? Viz kapitola |