ମାଥିଉ 5:6 - ପବିତ୍ର ବାଇବଲ6 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ୟ, କାରଣ ସେମାନେ ସମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। Viz kapitolaଓଡିଆ ବାଇବେଲ6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)6 ଈଶ୍ୱରଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କରିବାକୁ ଯେଉଁମାନଙ୍କର ଏକାନ୍ତ ଆକାଂକ୍ଷା, ସେମାନେ ଧନ୍ୟ, କାରଣ ଈଶ୍ୱର ସେମାନଙ୍କୁ ସନ୍ତୁଷ୍ଟ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। Viz kapitola |