ମାଥିଉ 5:9 - ପବିତ୍ର ବାଇବଲ9 ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ, କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ଖ୍ୟାତ ହେବେ। Viz kapitolaଓଡିଆ ବାଇବେଲ9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ଭାବରେ ପରିଚିତ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)9 ଯେଉଁମାନେ ଶାନ୍ତି ପ୍ରତିଷ୍ଠା ପାଇଁ ଉଦ୍ୟମ କରନ୍ତି ସେମାନେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ରୂପେ ପରିଚିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ। Viz kapitola |