ମାଥିଉ 6:14 - ପବିତ୍ର ବାଇବଲ14 ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦେବ ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ୟ କ୍ଷମା କରିଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; Viz kapitolaଓଡିଆ ବାଇବେଲ14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; Viz kapitolaପବିତ୍ର ବାଇବଲ (CL) NT (BSI)14 “ତୁମ ବିରୁଦ୍ଧରେ ଦୋଷ କରିଥିବା ଅନ୍ୟମାନଙ୍କୁ ଯଦି ତୁମେ କ୍ଷମା କର, ପିତା ଈଶ୍ୱର ମଧ୍ୟ ତୁମମାନଙ୍କୁ କ୍ଷମା କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; Viz kapitola |