ମାଥିଉ 6:15 - ପବିତ୍ର ବାଇବଲ15 କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦେବ ନାହିଁ, ତେବେ ତୁମ୍ଭର ପରମପିତା ମଧ୍ୟ ତୁମ୍ଭ ଅପରାଧ ଗୁଡ଼ିକ ପାଇଁ ତୁମ୍ଭକୁ କ୍ଷମା ଦେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ। Viz kapitolaଓଡିଆ ବାଇବେଲ15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)15 କିନ୍ତୁ ତୁମେ ଯଦି ଅନ୍ୟମାନଙ୍କୁ କ୍ଷମା ନ କର, ପିତା ଈଶ୍ୱର ମଧ୍ୟ ତୁମେ କରିଥିବା ଅପରାଧ ସବୁ କ୍ଷମା କରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ। Viz kapitola |