ମାଥିଉ 6:16 - ପବିତ୍ର ବାଇବଲ16 “ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକଙ୍କ ସାକ୍ଷାତରେ ଦେଖାଯିବା ନିମନ୍ତେ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। Viz kapitolaଓଡିଆ ବାଇବେଲ16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)16 “ଉପବାସ କଲାବେଳେ ଛଳ ଧାର୍ମିକମାନଙ୍କ ପରି ମୁଖ ମଳିନ କର ନାହିଁ। ସେମାନେ ଉପବାସ କରୁଛନ୍ତି ବୋଲି ଅନ୍ୟମାନଙ୍କୁ ଦେଖାଇବା ପାଇଁ ନିଜ ଚେହେରାକୁ ଅଯତ୍ନ କରି ରଖନ୍ତି। ଏହା ନିଶ୍ଚିତ ଯେ - ସେପରି କରିବା ଦ୍ୱାରା ସେମାନେ ନିଜର ପ୍ରାପ୍ୟ ପାଇ ସାରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। Viz kapitola |