ମାଥିଉ 6:18 - ପବିତ୍ର ବାଇବଲ18 ତା'ହେଲେ ତୁମ୍ଭେ ଉପବାସ କରୁଛ ବୋଲି ଲୋକେ ଜାଣି ପାରିବେ ନାହିଁ, ତୁମ୍ଭର ପରମପିତାଙ୍କୁ ତୁମ୍ଭେ ସିନା ଦେଖି ପାରୁ ନାହଁ, ମାତ୍ର ସେ ତୁମ୍ଭକୁ ଉପବାସ କରୁଥିବାର ଦେଖିବେ। କାରଣ ଗୋପନରେ କରାଯାଇଥିବା କାମଗୁଡ଼ିକୁ ପରମପିତା ଦେଖନ୍ତି। ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ସାକ୍ଷାତରେ ଦେଖାଯିବ; ଆଉ, ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। Viz kapitolaଓଡିଆ ବାଇବେଲ18 ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । Viz kapitolaପବିତ୍ର ବାଇବଲ (CL) NT (BSI)18 ଯେପରି ଉପବାସ କରୁଛ ବୋଲି ଅନ୍ୟମାନେ ଜାଣି ପାରିବେ ନାହିଁ, କିନ୍ତୁ ତୁମର ଅଦୃଶ୍ୟ ପିତା ଈଶ୍ୱରହିଁ ସବୁ କଥା ଜାଣିବେ। ତୁମେ ଗୋପନରେ ଯାହା କରୁଛ; ତାହା ଦେଖି, ସେ ତୁମକୁ ପୁରସ୍କାର ଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। Viz kapitola |