ମାଥିଉ 6:2 - ପବିତ୍ର ବାଇବଲ2 “ଏଣୁ ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦେଉଛ, ସେତେବେଳେ ତା'ର ଘୋଷଣା କର ନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କରେ ତୂରୀବଜାଇ ସେଭଳି ପ୍ରଗ୍ଭର କରିଥା’ନ୍ତି। ମୁଁ ତୁମ୍ଭକୁ ସତ୍ୟକଥା କହୁଛି ଯେ, ସେମାନେ ତାହାଙ୍କର ପ୍ରତିଫଳ ପାଇ ସାରିଲେଣି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ତରେ ସେ ପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। Viz kapitolaଓଡିଆ ବାଇବେଲ2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)2 “ଜଣେ ଅଭାବଗ୍ରସ୍ତ ଲୋକକୁ କିଛି ଦାନ ଦେବାବେଳେ ଧର୍ମଧ୍ୱଜୀମାନଙ୍କକ ପରି ଦେଖାଇ ହୁଅ ନାହିଁ। ସେମାନେ ଉପାସନା ଗୃହମାନଙ୍କରେ ଓ ସାହି ମଝିରେ ନିଜର ଦାନଧର୍ମର ପ୍ରଦର୍ଶନ କରନ୍ତି। ଲୋକମାନଙ୍କଠାରୁ ପ୍ରଶଂସା ପାଇବା ପାଇଁ ସେମାନେ ଏହା କରନ୍ତି। ମୁଁ ନିଶ୍ଚିତଭାବେ କହୁଛି ଯେ ସେମାନେ ଏଥିଦ୍ୱାରା ସେମାନଙ୍କର ପ୍ରାପ୍ୟ ପୂର୍ଣ୍ଣମାତ୍ରାରେ ପାଇ ସାରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। Viz kapitola |