Online Bible

- Reklamy -




ମାଥିଉ 6:20 - ପବିତ୍ର ବାଇବଲ

20 ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ଵର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,

Viz kapitola kopírovat

ଓଡିଆ ବାଇବେଲ

20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ବରଂ ସ୍ୱର୍ଗରେ ତୁମ ପାଇଁ ଧନ ସଞ୍ଚୟ କର। ସେଠାରେ ଘୂଣ ବା କଳଙ୍କ କିଛି କ୍ଷତି କରି ପାରିବ ନାହିଁ କିମ୍ବା ଚୋରମାନେ ପଶି ଧନ ଲୁଟି ନେଇପାରିବେ ନାହିଁ। ସାବଧାନ!

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,

Viz kapitola kopírovat




ମାଥିଉ 6:20

Následuj nás:

Reklamy


Reklamy