Online Bible

- Reklamy -




ମାଥିଉ 6:22 - ପବିତ୍ର ବାଇବଲ

22 “ଆଖି ଶରୀର ପାଇଁ ଆଲୋକ ସ୍ୱରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।

Viz kapitola kopírovat

ଓଡିଆ ବାଇବେଲ

22 ଚକ୍ଷୁ ଶରୀରର ପ୍ରଦୀପ । ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 “ଚକ୍ଷୁ ଶରୀରର ପ୍ରଦୀପ ସ୍ୱରୂପ। ଚକ୍ଷୁ ସ୍ୱଚ୍ଛ ଥିଲେ, ଶରୀର ଆଲୋକରେ ପୂରି ଉଠିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।

Viz kapitola kopírovat




ମାଥିଉ 6:22

Následuj nás:

Reklamy


Reklamy