Online Bible

- Reklamy -




ମାଥିଉ 6:23 - ପବିତ୍ର ବାଇବଲ

23 କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ!

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ, ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେହି ଅନ୍ଧକାର କେଡ଼େ ଘୋରତର !

Viz kapitola kopírovat

ଓଡିଆ ବାଇବେଲ

23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର !

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ ଚକ୍ଷୁ ଯଦି ଦୁର୍ବଳ ହୁଏ, ଶରୀର ଅନ୍ଧକାରାଚ୍ଛନ୍ନ ହେବ। ତୁମ ଅନ୍ତରର ଆଲୋକ ଯଦି ଅନ୍ଧକାରାବୃତ୍ତ ହୁଏ, ତେବେ ସେହି ଅନ୍ଧକାର କେଡ଼େ ଭୟଙ୍କର ଅନ୍ଧକାର ନ ହେବ!

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!

Viz kapitola kopírovat




ମାଥିଉ 6:23

Následuj nás:

Reklamy


Reklamy