Online Bible

- Reklamy -




ମାଥିଉ 6:29 - ପବିତ୍ର ବାଇବଲ

29 କିନ୍ତୁ ମୁଁ ତୁମ୍ଭକୁ କହୁଛି, ମହାନ ଓ ଧନୀରାଜା ଶଲୋମନ ନିଜର ସମସ୍ତ ବୈଭବ ଥାଇ ମଧ୍ୟ ସେ ନିଜକୁ ସୁସଜ୍ଜିତ କରିପାରି ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ଵର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

29 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 କିନ୍ତୁ ମୁଁ ତୁମକୁ କହୁଛି - ରାଜା ଶଲୋମନ ତାଙ୍କର ସମସ୍ତ ଐଶ୍ୱର୍ଯ୍ୟ ସତ୍ତ୍ୱେ ଏହି ଫୁଲ ପରି ସୁନ୍ଦର ପୋଷାକଟିଏ କେବେ ପିନ୍ଧି ନ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।

Viz kapitola kopírovat




ମାଥିଉ 6:29

Následuj nás:

Reklamy


Reklamy