Online Bible

- Reklamy -




ମାଥିଉ 6:31 - ପବିତ୍ର ବାଇବଲ

31 “ଏଣୁ ଚିନ୍ତାଗ୍ରସ୍ତ ହୋଇ କୁହ ନାହିଁ ଯେ, ଆମ୍ଭେ କ’ଣ ଖାଇବା, କ’ଣ ପିଇବା ବା କ’ଣ ପିନ୍ଧିବା?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

31 ଏଣୁ କ'ଣ ଖାଇବା ? ଅବା କ'ଣ ପିଇବା ? କିଅବା କ'ଣ ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 “ସୁତରାଂ କେଉଁଠାରୁ ଖାଦ୍ୟପେୟ, ପୋଷାକପତ୍ର ପାଇବ, ଏ ବିଷୟରେ ଚିନ୍ତିତ ହୁଅ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ।

Viz kapitola kopírovat




ମାଥିଉ 6:31

Následuj nás:

Reklamy


Reklamy