Online Bible

- Reklamy -




ମାଥିଉ 6:32 - ପବିତ୍ର ବାଇବଲ

32 ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ଏସବୁ ପଛରେ ଦୌଡ଼ନ୍ତି। କିନ୍ତୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 କାରଣ ବିଜାତିମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ, ଏହିସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ପ୍ରୟୋଜନ, ତାହା ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ଜାଣନ୍ତି।

Viz kapitola kopírovat

ଓଡିଆ ବାଇବେଲ

32 କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି । ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 (ସତ୍ୟ ଈଶ୍ୱରଙ୍କୁ ଜାଣି ନ ଥିବା ଲୋକେ ଏହି ସବୁରେ ବ୍ୟତିବ୍ୟସ୍ତ ହୋଇ ପଡ଼ନ୍ତି) ଏସବୁ ବିଷୟ ତୁମର ଆବଶ୍ୟକ ବୋଲି ତୁମ ପିତା ଈଶ୍ୱର ଜାଣନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି।

Viz kapitola kopírovat




ମାଥିଉ 6:32

Následuj nás:

Reklamy


Reklamy