ମାଥିଉ 6:33 - ପବିତ୍ର ବାଇବଲ33 ଏଣୁ ଆଗ ପରମେଶ୍ୱରଙ୍କ ରାଜ୍ୟ ଓ ଉତ୍ତମ କାର୍ଯ୍ୟ ବିଷୟରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ୱର ଗ୍ଭହାନ୍ତି, ସେଗୁଡ଼ିକ କର। ତା'ହେଲେ ଏହିସବୁ ବିଷୟଗୁଡ଼ିକ ତୁମ୍ଭକୁ ଯୋଗାଇ ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ଵେଷଣ କର, ଆଉ ଏହିସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ। Viz kapitolaଓଡିଆ ବାଇବେଲ33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ । Viz kapitolaପବିତ୍ର ବାଇବଲ (CL) NT (BSI)33 “ବରଂ ଈଶ୍ୱରଙ୍କ ରାଜ୍ୟ ବିଷୟ ଏବଂ ଈଶ୍ୱର ତୁମଠାରୁ କ’ଣ ଚାହାନ୍ତି, ଏ କଥା ତୁମ ମନରେ ପ୍ରଥମ ସ୍ଥାନ ଦିଅ। ତାହାହେଲେ ସେ ତୁମକୁ ଅନ୍ୟ ସମସ୍ତ ବିଷୟ ଯୋଗାଇ ଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ। Viz kapitola |