ମାଥିଉ 6:5 - ପବିତ୍ର ବାଇବଲ5 “ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା'ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। Viz kapitolaଓଡିଆ ବାଇବେଲ5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)5 “ପ୍ରାର୍ଥନା କରିବାବେଳେ ଛଳ ଧାର୍ମିକମାନଙ୍କ ପରି ହୁଅ ନାହିଁ। ସମସ୍ତେ ଯେପରି ଦେଖିପାରିବେ, ସେଥିପାଇଁ ଉପାସନା ଗୃହ ଓ ରାସ୍ତାଛକମାନଙ୍କରେ ଠିଆହୋଇ ସେମାନେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି। ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ ସେମାନେ ନିଜର ପୁରସ୍କାର ପାଇ ସାରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। Viz kapitola |