ମାଥିଉ 6:7 - ପବିତ୍ର ବାଇବଲ7 “ତୁମ୍ଭେ ପ୍ରାର୍ଥନା କଲାବେଳେ ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନଙ୍କ ଭଳି ନିରର୍ଥକ କଥା ବାରମ୍ବାର କୁହ ନାହିଁ। ସେମାନେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ୱର ଶୁଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ପ୍ରାର୍ଥନା କରିବା ସମୟରେ ବିଜାତୀୟମାନଙ୍କ ପରି ଅନର୍ଥକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି। Viz kapitolaଓଡିଆ ବାଇବେଲ7 ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)7 ତୁମ ପ୍ରାର୍ଥନାରେ ଅଣବିଶ୍ୱାସୀମାନଙ୍କ ପରି ଅନେକଗୁଡ଼ିଏ ଅର୍ଥହୀନ ଶବ୍ଦ ବ୍ୟବହାର କର ନାହିଁ। ସେମାନେ ମନେ କରନ୍ତି, ସେମାନଙ୍କର ପ୍ରାର୍ଥନା ଦୀର୍ଘ ହେେଲ ଈଶ୍ୱର ଶୁଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି। Viz kapitola |