ମାଥିଉ 7:1 - ପବିତ୍ର ବାଇବଲ1 “ଅନ୍ୟର ବିଗ୍ଭର କର ନାହିଁ, ତା'ହେଲେ ପରମେଶ୍ୱର ତୁମ୍ଭର ବିଗ୍ଭର କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ। Viz kapitolaଓଡିଆ ବାଇବେଲ1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)1 ଅନ୍ୟମାନଙ୍କର ଦୋଷ ଖୋଜି ବୁଲ ନାହିଁ। ତାହାହେଲେ ଈଶ୍ୱର ମଥ୍ୟ ତୁମ୍ଭର ଦୋଷ ଧରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ। Viz kapitola |