ମାଥିଉ 7:12 - ପବିତ୍ର ବାଇବଲ12 “ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅତଏବ, ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ବ୍ୟବସ୍ଥା ଓ ଭାବବାଦୀ-ମାନଙ୍କ ଧର୍ମଶାସ୍ତ୍ରର ସାର। Viz kapitolaଓଡିଆ ବାଇବେଲ12 ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହି ସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର । Viz kapitolaପବିତ୍ର ବାଇବଲ (CL) NT (BSI)12 ତୁମ ପାଇଁ ଅନ୍ୟମାନେ ଯାହା କରନ୍ତୁ ବୋଲି ତୁମେ ଇଚ୍ଛାକରୁଛ, ତୁମେ ଅନ୍ୟମାନଙ୍କ ପାଇଁ ତାହା କର। ମୋଶା ଦେିଥିବା ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶିକ୍ଷାର ଏହା ହେଉଛି ସାର କଥା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର। Viz kapitola |