ମାଥିଉ 7:14 - ପବିତ୍ର ବାଇବଲ14 ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ ଛୋଟ। ବାସ୍ତବ ଜୀବନ ଆଡ଼କୁ ଯିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖୋଜି ପାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ଜୀବନକୁ ଘେନିଯିବା ଦ୍ଵାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ। Viz kapitolaଓଡିଆ ବାଇବେଲ14 ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ । Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଅନନ୍ତ ଜୀବନକୁ ପଡ଼ିଥିବା ରାସ୍ତା ଦୁର୍ଗମ ଓ ବାଟ ଖୋଜି ପାଆନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ। Viz kapitola |