ମାଥିଉ 7:15 - ପବିତ୍ର ବାଇବଲ15 “ଭଣ୍ଡ ଭବିଷ୍ୟଦ୍ବକ୍ତାଙ୍କଠାରୁ ଦୂରରେ ରୁହ। ସେମାନେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କିନ୍ତୁ ସେମାନେ ପ୍ରକୃତରେ ହିଂସ୍ର ଗଧିଆ ଭଳି ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଭଣ୍ତ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ତାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ! Viz kapitolaଓଡିଆ ବାଇବେଲ15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ ! Viz kapitolaପବିତ୍ର ବାଇବଲ (CL) NT (BSI)15 ଭଣ୍ଡା ଭାବବାଦୀମାନଙ୍କ ପ୍ରତି ସାବଧାନ! ସେମାନେ ବାହାରକୁ ମେଣ୍ଢା ପରି ଦେଖାଯାଆନ୍ତି, କିନ୍ତୁ ପ୍ରକୃତରେ ସେମାନେ ଗୋଟିଏ ହେଟା ବାଘ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ! Viz kapitola |