ମାଥିଉ 7:16 - ପବିତ୍ର ବାଇବଲ16 ତୁମ୍ଭେ ତାହାଙ୍କୁ ସେମାନଙ୍କର କାର୍ଯ୍ୟରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡିମିରି ଫଳ ଫଳେ ନାହିଁ, ସେହିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେମାନଙ୍କ ଫଳ ଦ୍ଵାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟା ଗଛରୁ ଦ୍ରାକ୍ଷା ଫଳ କିମ୍ଵା କାନକୋଳି ଗଛରୁ ଡିମିରି ଫଳ ତୋଳନ୍ତି? Viz kapitolaଓଡିଆ ବାଇବେଲ16 ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ । ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)16 ସେମାନେ କାର୍ଯ୍ୟକଳାପରୁ ତୁମେ ସେମାନଙ୍କୁ ଚିହ୍ନିପାରିବ। କଣ୍ଟା ବୁଦାରେ ଦ୍ରାକ୍ଷଶ ‘ଳେ ନାହଁ କିମ୍ବା କାନକୋଳି ଗଛରେ ଡିମିରି ‘ଳ ଧର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି? Viz kapitola |