ମାଥିଉ 7:23 - ପବିତ୍ର ବାଇବଲ23 ତେବେ ମୁଁ ସେମାନଙ୍କୁ ଖୋଲାଖୋଲି ଭାବରେ କହିବି ଯେ, ‘ମୁଁ ତୁମ୍ଭକୁ ଆଦୌ ଜାଣିନି। ଆରେ କୁକର୍ମୀମାନେ, ମୋ’ ପାଖରୁ ଗ୍ଭଲିଯାଅ।’ Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ, ମୋʼ ପାଖରୁ ଦୂର ହୁଅ। Viz kapitolaଓଡିଆ ବାଇବେଲ23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ । ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)23 ସେତେବେଳେ ସେମାନେ ମୁଁ କହିବି, ତୁମ୍ଭମାନଙ୍କୁ ମୁଁ ଜାଣେ ନାହିଁ। ଦୁଗଚାରୀମାନେ, ମୋ ନିକଟରୁ ଦୂର ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ‘ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।’ Viz kapitola |