ମାଥିଉ 7:24 - ପବିତ୍ର ବାଇବଲ24 “ତେଣୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ୟକ୍ତିଭଳି। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଣୁ ଯେକେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପାଷାଣ ଉପରେ ଗୃହ ନିର୍ମାଣକାରୀ ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। Viz kapitolaଓଡିଆ ବାଇବେଲ24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)24 “ଯେ ମୋ’ କଥା ଶୁଣି ପାଳନ କରେ, ସେ ପଥଣ ଉପରେ ଘର ମୋଳି ଥିବା ବୁଦ୍ଧିମନ ଲୋକ ପରି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। Viz kapitola |