Online Bible

- Reklamy -




ମାଥିଉ 7:25 - ପବିତ୍ର ବାଇବଲ

25 ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧ‌କ୍‌କା ଦେଲା, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତା'ର ମୂଳଦୁଆ ପଥର ଉପରେ ରହିଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ବୃଷ୍ଟି ହେଲା, ବଢ଼ି ଆସିଲା, ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।

Viz kapitola kopírovat

ଓଡିଆ ବାଇବେଲ

25 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ପ୍ରବଳ ବର୍ଷାହେଲା, ନଦୀ ଜଳ ବନ୍ଧ ଟପି ଉଛୁଳି ପଡ଼ିଲା ଓ ସେହି ଘର ଉପରେ ଅତି ବେଗରେ ପବନ ବହିଲା, କିନ୍ତୁ ସେହି ଘରଟି ଭୁଷୁଡ଼ି ପଡ଼ିଲା ନାହିଁ। କାରଣ ତାଡା ପଥର ଉପର ନିର୍ମିତ ହୋଇଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।

Viz kapitola kopírovat




ମାଥିଉ 7:25

Následuj nás:

Reklamy


Reklamy