ମାଥିଉ 7:4 - ପବିତ୍ର ବାଇବଲ4 ତୁମ୍ଭ ନିଜ ଆଖିରେ କାଠଗୁଣ୍ଡଟି ପଡ଼ିଥିବା ବେଳେ ତୁମ୍ଭେ ତୁମ୍ଭର ଭାଇକୁ କିପରି କହି ପାରୁଛ ଯେ, ଦେଖାଅ, ମୁଁ ତୁମ୍ଭ ଆଖିରୁ କାଠଗୁଣ୍ଡଟି କାଢ଼ି ଦେବି! Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅଥବା ତୁମ୍ଭେ କିପରି ଆପଣା ଭାଇକି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି ! Viz kapitolaଓଡିଆ ବାଇବେଲ4 ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି! Viz kapitolaପବିତ୍ର ବାଇବଲ (CL) NT (BSI)4 ନିଜ ଆଖିରେ କାଠଖଣ୍ଡଟିଏ ଥାଉ ଥାଉ ତୁମେ କେଉଁ ସାହସରେ ତୁମ ଭାଇ ଆଖିରୁ ଧୂଳିକଣାଟି ବାହାର କରିଦେବ ବୋଲି କହୁଛ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି! Viz kapitola |