ମାଥିଉ 8:17 - ପବିତ୍ର ବାଇବଲ17 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ ତାହା ସଫଳ ହେବା ପାଇଁ ଯୀଶୁ ଏହି କାମଗୁଡ଼ିକ କଲେ: “ସେ ଆମ୍ଭର ରୋଗ ସବୁ ନେଇଗଲେ ଏବଂ ଆମ୍ଭର ଅସୁସ୍ଥତା ବହିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ। Viz kapitolaଓଡିଆ ବାଇବେଲ17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)17 ଏହାଦ୍ୱାରା ସେ ଭାବବାଦୀ ଯିଶାଇୟଙ୍କ ଭବିଷ୍ୟବାଣୀକୁ ସଫଳ କଲ। ଯୀଶାଇୟ କହିଲେ, “ସେ ଆମାର ବ୍ୟାଧ୍ସବୁ ହରଣ କଲେ ଓ ଆମାକୁ ରୋଗ ମୁକ୍ତ କଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’” Viz kapitola |