ମାଥିଉ 8:18 - ପବିତ୍ର ବାଇବଲ18 ଯୀଶୁ ତାହାଙ୍କ ଗ୍ଭରିପଟେ ଲୋକଙ୍କ ଭିଡ଼ ଦେଖିଲେ, ଶିଷ୍ୟମାନଙ୍କୁ ହ୍ରଦର ଆର ପଟକୁ ଯିବାକୁ ଆଦେଶ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକି ଯିବା ପାଇଁ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ18 ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)18 ତାଙ୍କୁ ଚାରିଆଡ଼େ ଲୋକ ଭିଡ଼ ହେବାର ଦେଖି, ଯୀଶୁ ଶିଷ୍ୟମାନଙ୍କୁ ହ୍ରଦର ଆର ପାରିକୁ ଯବାକୁ କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ। Viz kapitola |