ମାଥିଉ 8:2 - ପବିତ୍ର ବାଇବଲ2 ସେମାନଙ୍କ ଭିତରୁ ଜଣେ କୁଷ୍ଠରୋଗୀ ଆସି ଯୀଶୁଙ୍କ ଆଗରେ ଆଣ୍ଠୁ ମାଡ଼ି ବସିପଡ଼ି କହିଲା, “ପ୍ରଭୁ, ଆପଣ ଗ୍ଭହିଁଲେ ମୋତେ ଭଲ କରିଦେଇ ପାରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି। Viz kapitolaଓଡିଆ ବାଇବେଲ2 ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)2 ସେତେବେଳେ ଜଣେ କୁଷ୍ଠରୋଗୀ ତାଙ୍କ ନିକଟକୁ ଆସି କହିଲା, “ପ୍ରଭୁ, ଆପଣ ଚାହିଁଲେ ମୋତେ ପରିଷ୍କାର କରି ପାରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। Viz kapitola |