ମାଥିଉ 8:26 - ପବିତ୍ର ବାଇବଲ26 ଯୀଶୁ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀଗଣ, ତୁମ୍ଭେ ସବୁ ଏତେ ଡରିଯାଉଛ କାହିଁକି?” ତା'ପରେ ଯୀଶୁ ଉଠିଲେ। ସେ ପବନ ଓ ଲହଡ଼ିକୁ ଧମକ ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା, ତା'ପରେ ସେଠାରେ ସମ୍ପୂର୍ଣ୍ଣ ନୀରବତା ଆସିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯୀଶୁ ସେମାନଙ୍କୁ କହିଲେ, ହେ ଅଳ୍ପବିଶ୍ଵାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ସେତେବେଳେ ଯୀଶୁ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧୀରସ୍ଥିର ହେଲା। Viz kapitolaଓଡିଆ ବାଇବେଲ26 ସେ ସେମାନଙ୍କୁ କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)26 ଯୀଶୁ ଉତ୍ତର ଦେଲେ, “କାହିଁକି ଏଡ଼େ ଭୟଭୀତ ହେଉଛ? ତୁମେ ସବୁ କ’ଣ ଏଡ଼େ ଅଳ୍ପ ବିଶ୍ୱାସୀ?” ତା’ପରେ ସେ ଉଠି ପବନ ଓ ଲହରୀକୁ ସୁସ୍ଥିର ହେବା ପାଇଁ ଆଦେଶ ଦେଲେ। ସଙ୍ଗେ ସଙ୍ଗେ ସବୁ ଶାନ୍ତ ହୋଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା। Viz kapitola |