ମାଥିଉ 8:27 - ପବିତ୍ର ବାଇବଲ27 ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ କି ପ୍ରକାର ବ୍ୟକ୍ତି? ଏପରିକି ପବନ ଓ ହ୍ରଦ ମଧ୍ୟ ତାହାଙ୍କ କଥା ମାନୁଛନ୍ତି!” Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି। Viz kapitolaଓଡିଆ ବାଇବେଲ27 ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)27 ଏଥିରେ ସମସ୍ତେ ବିସ୍ମିତ ହେଲେ। ସେମାନେ ପରସ୍ପର କଥାବାର୍ତ୍ତା ହେଲେ “ଏ କିପରି ଲୋକ? ପବନ ଓ ଲହରୀ ମଧ୍ୟ ତାଙ୍କ ଆଦେଶ ମାନୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି। Viz kapitola |