Online Bible

- Reklamy -




ମାଥିଉ 8:28 - ପବିତ୍ର ବାଇବଲ

28 ଯୀଶୁ ହ୍ରଦର ଆରପଟରେ ଥିବା ଗାଦରୀୟ ଲୋକଙ୍କ ରାଜ୍ୟରେ ପହଞ୍ଚିଲେ। ଭୂତଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ବହୁତ ଭୟଙ୍କର ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ପରେ ସେପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ, ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦା; ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

28 ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଯୀଶୁ ହ୍ରଦର ଅପର ପାଶ୍ୱର୍ସ୍ଥ ଗଦରୀୟ ଅଞ୍ଚଳିୟ ପ୍ରବେଶ କରିବା ମାତ୍ରେ ଦୁଇଜଣ ଲୋକଙ୍କୁ ଭେଟିଲେ। ସେମାନେ ସେଠାରେ ଥିବା ସମାଯଧ୍ ଗମ୍ଫାରେ ରହୁଥିଲେ। ସେମାନେ ଭୂତଗ୍ରସ୍ତ ଏବଂ ଏଡ଼ ଭୟଙ୍କର ଯେ ସେହି ଗସ୍ତାଦେଇ ଯିବା ଆସିବବା କରିବାକୁ କେହି ସାହସ କରୁ ନ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ।

Viz kapitola kopírovat




ମାଥିଉ 8:28

Následuj nás:

Reklamy


Reklamy