ମାଥିଉ 8:34 - ପବିତ୍ର ବାଇବଲ34 ତା'ପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭେଟିବାକୁ ଆସିଗଲେ। ସେମାନେ ଯୀଶୁଙ୍କୁ ଦେଖି, ତାହାଙ୍କୁ ସେମାନେ ସେହି ଅଞ୍ଚଳ ଛାଡ଼ି ଗ୍ଭଲିଯିବା ପାଇଁ ବିନତି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କ ସହିତ ସାକ୍ଷାତ୍ କରିବା ପାଇଁ ବାହାରି ଆସିଲେ, ପୁଣି ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ପ୍ରସ୍ଥାନ କରିବାକୁ ବିନତି କଲେ। Viz kapitolaଓଡିଆ ବାଇବେଲ34 ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ । Viz kapitolaପବିତ୍ର ବାଇବଲ (CL) NT (BSI)34 ତେଣୁ ସେ ସହରର ସମସ୍ତେ ଯୀଶୁଙ୍କୁ ଭେଟିବାକୁ ବାହାରିଲେ ଏବଂ ତାଙ୍କ ଦେଖା ପାଇଁ ସେ ଅଞ୍ଚଳ ଛାଡ଼ି ଚାଲିଯିବା ପାଇଁ ତାଙ୍କୁ ଅନୁରୋଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ। Viz kapitola |