ମାଥିଉ 8:6 - ପବିତ୍ର ବାଇବଲ6 ସେ ବିନୟ ପୂର୍ବକ କହିଲେ, “ପ୍ରଭୁ, ମୋର ଦାସ ରୋଗରେ ପୀଡ଼ିତ ହୋଇ ଘରେ ବିଛଣାରେ ପଡ଼ିଛି। ତାକୁ ପକ୍ଷାଘାତ ରୋଗ ହୋଇଛି ଓ ସେ ଭୀଷଣ କଷ୍ଟ ପାଉଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି। Viz kapitolaଓଡିଆ ବାଇବେଲ6 ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)6 “ପ୍ରଭୁ, ମୋର ଜରେ କର୍ମଚାରୀ ରୋଗ ଶଯ୍ୟାରେ ପଡ଼ିଛି। ସେ ହଲଚଲ ହୋଇପାରୁ ପାହିଁ, ବଡ଼ କଷ୍ଟ ଭୋଗୁଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି। Viz kapitola |